ମିଶନ ଶକ୍ତି ଗୋଷ୍ଠୀଙ୍କ ହାତରେ ‘ଆହାର’ ରନ୍ଧନଶାଳାର ପରିଚାଳନା ଦାୟିତ୍ୱ, ଆହୁରି ବ୍ୟାପକ ହେବ ‘ଆହାର’ ଯୋଜନା

ଭୁବନେଶ୍ୱର: ଅର୍ଥନୈତିକ ଅନଗ୍ରସର ବର୍ଗଙ୍କ ପାଇଁ ଆରମ୍ଭ ହୋଇଥିବା ‘ଆହାର’ ଯୋଜନାକୁ ଆହୁରି ବ୍ୟାପକ କରାଯିବ। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ୫୫ଟି ନୂତନ କେନ୍ଦ୍ରୀୟ ରନ୍ଧନଶାଳା ନିର୍ମାଣ କରାଯାଉଛି। ରାଜ୍ୟ ସରକାର ଏଥିପାଇଁ ୧୭ କୋଟି ଟଙ୍କା ବ୍ୟୟ ଅଟକଳ କରିଥିବା ବେଳେ ଆହାର ଯୋଜନାକୁ ଅଧିକ ଲୋକଙ୍କ ପାଖରେ ପହଞ୍ଚାଇବା ପାଇଁ ଏହି ନିଷ୍ପତ୍ତି ନିଆଯାଇଛି। ସମ୍ପୂର୍ଣ୍ଣ ନିର୍ମାଣ ଶେଷ ପରେ ଏହି ରନ୍ଧନଶାଳାଗୁଡ଼ିକୁ ମିଶନ ଶକ୍ତି ଗୋଷ୍ଠୀଙ୍କ ହାତରେ ପରିଚାଳନା ଦାୟିତ୍ୱ ଦାୟିତ୍ୱ … Continue reading ମିଶନ ଶକ୍ତି ଗୋଷ୍ଠୀଙ୍କ ହାତରେ ‘ଆହାର’ ରନ୍ଧନଶାଳାର ପରିଚାଳନା ଦାୟିତ୍ୱ, ଆହୁରି ବ୍ୟାପକ ହେବ ‘ଆହାର’ ଯୋଜନା