27.1 C
Bhubaneswar
Friday, June 28, 2024
Homeଓଡିଶାକାର୍ତ୍ତିକ ମାସରେ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ

କାର୍ତ୍ତିକ ମାସରେ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମହାପ୍ରଭୁ

 ପୁରୀ : ଧର୍ମ ମାସ କାର୍ତ୍ତିକରେ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ହବିଷ୍ୟାଳିଙ୍କ ଭିଡ଼ । କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରି ନିଜକୁ ଧନ୍ୟମାନେ କରୁଛନ୍ତି ଭକ୍ତ । ଭକ୍ତ ଶ୍ରଦ୍ଧାଳୁ ଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ଶ୍ରୀ ମନ୍ଦିର ଭିତରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ୧୫ ପ୍ଲାଟୁନ ପୋଲିସ ଫୋର୍ସ ସୁରକ୍ଷା ଦାୟିତ୍ୱରେ ରହିଛନ୍ତି । ଆଜି ଭୋରୁ ୪ଟାରୁ ଶ୍ରୀ ମନ୍ଦିର ଦ୍ୱାର ଫିଟା ଯାଇ ଭିତର ଶୋଧ, ମଙ୍ଗଳ ଆଳତି, ଓ ମାଇଲମ ହୋଇ ବିଭିନ୍ନ ନୀତି ବଢ଼ିଛି । ମହା କର୍ତ୍ତୀକ ମାସରେ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀ କ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ବେଶ ଭିଡ଼ ଦେଖିବାକୁ ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking