31.7 C
Bhubaneswar
Wednesday, April 8, 2026
Homeଓଡିଶାଆସନ୍ତା ୨୪ ଘଣ୍ଟାରେ ଲଘୁଚାପ !

ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ !

ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ । ଏହା  ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ରହିଛି । ଆଜି ପାଇଁ ୨୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୧୬ ଜିଲ୍ଲାରେ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ୧୨ ଜିଲ୍ଲା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି । ୭ ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking