ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ହେବ ହାଲୁକା ଧରଣର ବର୍ଷା, ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନଶ୍ୱର : ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାହେବ। ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଓଡ଼ିଶା ଉପକୂଳ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି । ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଛତିଶଗଡ଼ ମୁହାଁ ହୋଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ଭୀଷଣ ବର୍ଷା ହେଉଛି । ଆଗାମୀ ତିନି ଦିନ ଯାଏ ଜାରି ରହିବ ବର୍ଷା ।୧୦ ଜିଲ୍ଲା ରେ ପ୍ରବଳରୁ ଅତି ପ୍ରବଳ ବର୍ଷା … Continue reading ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ହେବ ହାଲୁକା ଧରଣର ବର୍ଷା, ୧୦ ଜିଲ୍ଲାରେ ପ୍ରବଳ ବର୍ଷିବ !