35.1 C
Bhubaneswar
Monday, June 17, 2024
Homeଓଡିଶାଶ୍ରୀମନ୍ଦିରେ କୁମାର ପୂର୍ଣ୍ଣିମା ପାଇଁ ସ୍ୱତନ୍ତ୍ର ନୀତିକାନ୍ତି

ଶ୍ରୀମନ୍ଦିରେ କୁମାର ପୂର୍ଣ୍ଣିମା ପାଇଁ ସ୍ୱତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର : ଆଜି ପବିତ୍ର କୁମାର ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ଆଜି ମହାଲକ୍ଷ୍ମୀଙ୍କ ସହିତ ଜୁଆ ଖେଳରେ ମହାପ୍ରଭୁ ହାରି ଯାଇଥିବାରୁ ମହାପ୍ରଭୁଙ୍କ ଚଳିତ ପ୍ରତିମା ଶ୍ରୀ ମାଧବ ଲକ୍ଷ୍ମୀଙ୍କ ମନ୍ଦିରରେ ସାତ ଦିନ ଯାଏଁ ବନ୍ଧା ରହିବେ ।

ସେହିପରି ପୂର୍ଣ୍ଣିମାରେ ଆଜି ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଖୋଲା ଅଛି । ଏହି ଅବସରରେ ଭିଡକୁ ଦୃଷ୍ଟିରେ ରଖି ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଏବଂ ପ୍ରସାଦ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

ଅନ୍ୟପଟେ ଆସନ୍ତାକାଲିଠୁ ଆରମ୍ଭ ହେବାକୁ ଯାଉଛି କାର୍ତ୍ତିକ ବ୍ରତ । ଏନେଇ ହବିଷ୍ୟାଳିମାନେ ଆଜିଠୁ ବ୍ରତ ସଂକଳ୍ପ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking