ନୂଆଦିଲ୍ଲୀ: ସଂସଦରେ ବଜେଟ ୨୦୨୬ – ୨୭ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତାର ନବମ ଥର ପାଇଁ ବଜେଟ ଆଗତ କରିଛନ୍ତି ନିର୍ମଳା ସୀତାରମଣ । ଅପରିବର୍ତ୍ତିତ ରହିଲା ଆୟକର ସ୍ଲାବ । ଆୟକର ସ୍ଲାବରେ କୌଣସି ପରିବର୍ତ୍ତନ କରିନାହାନ୍ତି ଅର୍ଥମନ୍ତ୍ରୀ । ସୀତାରମଣ କହିଛନ୍ତି ଯେ ଏଥର ଆୟକର ସ୍ଲାବରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅର୍ଥମନ୍ତ୍ରୀ କହିଛନ୍ତି ଯେ ୨୦୨୬-୨୭ ବଜେଟରେ ଆର୍ଥିକ ନିଅଣ୍ଟ ଜିଡିପିର ୪.୩% ହେବ ବୋଲି ଆକଳନ … Continue reading ଆୟକର ସ୍ଲାବ ଅପରିବର୍ତ୍ତିତ
Copy and paste this URL into your WordPress site to embed
Copy and paste this code into your site to embed