29.1 C
Bhubaneswar
Monday, March 23, 2026
Homeଓଡିଶାବଢିଲା ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା

ବଢିଲା ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା

ଭୁବନେଶ୍ୱର: ଇନ୍ସପେକ୍ଟର ଓ ଏସଆଇଙ୍କ କ୍ଷମତା ବଢାଇଲେ ସରକାର । ଏଣିକି ଏସସି/ ଏସଟି ମାମଲାର ତଦନ୍ତ କରିପାରିବେ । ତଦନ୍ତ ସହ ଗିରଫ ଓ ସ୍ୱତନ୍ତ୍ର ଅଦାଲତରେ  ମାମଲା କରିପାରିବେ । ପୂର୍ୱରୁ ଡିଏସପି ପାହ୍ୟାର  ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିଲା । ଏନେଇ ଗୃହ ବିଭାଗ ପକ୍ଷରୁ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ ପାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking