ନ୍ୟୁଜିଲାଣ୍ଡକୁ ୯୦ ରନରେ ହରାଇଲା ଭାରତ, ୩-୦ରେ ସିରିଜ୍ ବିଜୟୀ

ଇନ୍ଦୋର : ଇନ୍ଦୋରର ହୋଲକାର ଷ୍ଟାଡିୟମଠାରେ ଖେଳାଯାଇଥିବା ୩ୟ ଦିନିକିଆରେ ନ୍ୟୁଜିଲାଣ୍ଡକୁ ୯୦ ରନରେ ହରାଇଦେଇଛି ଭାରତ । ଆଜିର ମ୍ୟାଚ ଜିତି ଭାରତ ସିରିଜକୁ ୩-୦ରେ ପୋଛିନେଇଛି । ଭାରତ ପକ୍ଷରୁ ରଖାଯାଇଥିବା ୩୮୬ ରନର ବିଜୟ ଲକ୍ଷ୍ୟର ଜବାବରେ ନ୍ୟୁଜିଲାଣ୍ଡ ୪୧.୨ ଓଭରରେ ୨୯୫ ରନ କରି ଅଲଆଉଟ ହୋଇଯାଇଥିଲା । ନ୍ୟୁଜିଲାଣ୍ଡ ପକ୍ଷରୁ ଦେୱନ କନୱେ ୧୩୮ ରନ କରିଥିବାବେଳେ ହେନେରି ନିକୋଲ୍ସ ୪୨ ରନ, ମିଟେଲ ସାଣ୍ଟନର ୩୪ ରନ ଓ … Continue reading ନ୍ୟୁଜିଲାଣ୍ଡକୁ ୯୦ ରନରେ ହରାଇଲା ଭାରତ, ୩-୦ରେ ସିରିଜ୍ ବିଜୟୀ