28.1 C
Bhubaneswar
Thursday, May 2, 2024
Homeକରୋନା୨୪ ଘଣ୍ଟାରେ ୩୯ ହଜାର ୭୨୬ ଆକ୍ରାନ୍ତ

୨୪ ଘଣ୍ଟାରେ ୩୯ ହଜାର ୭୨୬ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ବଢିବାକୁ ଲାଗିଛି କୋରନା ସଂକ୍ରମଣ । ନୂତନ ଷ୍ଟ୍ରେନ ସହ ଏହି ସଂକ୍ରମଣ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୭୨୬ କୋରନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୧୪ ହଜାର ୩୩୧ କୁ ବୃଦ୍ଧି ହୋଇଛି । ତେବେ ୨୪ ଘଣ୍ଟାରେ ୧୫୪ ଜଣଙ୍କ ମୃ୍‌ତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୩୭୦ ରେ ପହଞ୍ଚିଛି ।

ତେବେ ଦେଶରେ ୨ ଲକ୍ଷ ୭୧ ହଜାର ୨୮୨ ଟି ଆକ୍ଟିଭ କେସ ରହିଥିବା ବେଳେ ସୁସ୍ଥ ହୋଇଛନ୍ତି ୧ କୋଟି ୧୦ ଲକ୍ଷ ୮୩ ହଜାର ୬୭୯ଜଣ । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଳାୟ ପକ୍ଷରୁ ସୁଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking