33.1 C
Bhubaneswar
Monday, March 10, 2025
Homeଓଡିଶାଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍: ଆଜିଠୁ ମିଳିବ ଟିକେଟ୍ 

ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍: ଆଜିଠୁ ମିଳିବ ଟିକେଟ୍ 

କଟକ : ବାରବାଟୀରେ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଆଜିଠୁ ମିଳିବ ଟିକେଟ୍  । ଅପରାହ୍‌ଣରୁ ଅନ୍‌ଲାଇନ୍ ମାଧ୍ୟମରେ ଟିକେଟ୍ ବୁକ୍ କରିପାରିବେ ଦର୍ଶକ । ଏନେଇ ଓସିଏ ପକ୍ଷରୁ ସୂଚନା ଦିଆଯାଇଛି ।  ମୋଟ୍‌‌ ୪ହଜାର ଟିକଟ୍‌‌ ଅନଲାଇନ୍‌‌ରେ ବିକ୍ରି କରିବାକୁ ଓସିଏ ସ୍ଥିର ରହିଛି । ୨ ନମ୍ବର ଗ୍ୟାଲେରି ପାଇଁ ୧୦୭୦ଟି, ୪ ନମ୍ବର ଗ୍ୟାଲେରୀ ପାଇଁ ୧୦୮୦ଟି, ୭ ନମ୍ବର ଗ୍ୟାଲେରି ପାଇଁ ୧୫୦୦ଟି, ସ୍ପେଶିଆଲ ଏନକ୍ଲୋଜର ପାଇଁ ୨୦୦ଟି, ଏସି ବକ୍ସ ପାଇଁ ୫୦ଟି ଏବଂ ନ୍ୟୁ ପ୍ୟାଭିଲିୟନର ୧୦୦ଟି ଟିକଟ ରହିଛି  ।   ଫେବ୍ରୁଆରି ୯ରେ ଖେଳାଯିବାକୁ ଥିବା ମ୍ୟାଚ୍‌‌ ନିମନ୍ତେ ଆଶାୟୀ କ୍ରିକେଟପ୍ରେମୀ ଟିକେଟ୍‌‌ ବୁକ୍‌‌ କରିପାରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking