ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଶେଷ ଟେଷ୍ଟ ମ୍ୟାଚ୍

କେପଟାଉନ: ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ତଥା ଶେଷ ଟେଷ୍ଟ ମ୍ୟାଚ୍। ଦିନ ଦୁଇଟାରେ ଦକ୍ଷିଣ ଆଫ୍ରିକାର କେପଟାଉନରେ ମ୍ୟାଚ୍ ଅନୁଷ୍ଠିତ ହେବ। ରୋହିତ ଶର୍ମାଙ୍କ ନେତୃତ୍ବରେ ପଡ଼ିଆକୁ ଓହ୍ଲାଇବ ଟିମ୍ ଇଣ୍ଡିଆ। ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତର ଶୋଚନୀୟ ପରାଜୟ ହୋଇଥିଲା। ଗୋଟିଏ ଇନିଂସ ଓ ୩୨ ରନରେ ଦକ୍ଷିଣ ଆଫ୍ରିକାଠୁ ପରାଜିତ ହୋଇଥିଲା ଭାରତ। ପ୍ରଥମ ପାଳିରେ ଭାରତ ୨୪୫ ରନ କରିଥିଲା। ଜବାବରେ ୪୦୮ରନ କରିଥିଲା ଦକ୍ଷିଣ ଆଫ୍ରିକା। ଏହାପରେ ଦ୍ବିତୀୟ ଇଂନିସରେ … Continue reading ଆଜିଠୁ ଭାରତ-ଦକ୍ଷିଣ ଆଫ୍ରିକା ଶେଷ ଟେଷ୍ଟ ମ୍ୟାଚ୍