27.1 C
Bhubaneswar
Friday, March 29, 2024
Homeଦେଶ ବିଦେଶଭାରତ-ଆମେରିକା ମଧ୍ୟରେ ‘BECA’ ଚୁକ୍ତି

ଭାରତ-ଆମେରିକା ମଧ୍ୟରେ ‘BECA’ ଚୁକ୍ତି

ନୂଆଦିଲ୍ଲୀ : ଭାରତ ଓ ଆମେରିକା ମଧ୍ୟରେ ଆଜି ଦ୍ୱିପାକ୍ଷିକ ଆଲୋଚନା ହୋଇଛି । ପ୍ରତିରକ୍ଷା ଓ ଜ୍ଞାନକୌଶଳ କ୍ଷେତ୍ରରେ ଉଭୟ ଦେଶ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ସହଯୋଗ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଦେଇଛି ଆମେରିକା ।

ତେବେ ପରମାଣୁ ସହଯୋଗ ବଢାଇବା ପାଇଁ ଉଭୟ ଦେଶ ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଭାରତ-ଆମେରିକା ମଧ୍ୟରେ ଆଜି BECA ଚୁକ୍ତି ସ୍ୱାକ୍ଷରିତ ହୋଇଛି । ଆଲୋଚନାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ବିଦେଶ ମନ୍ତ୍ରୀ ଏସ ଜୟଶଙ୍କର ସାମିଲ ରହିଥିଲେ । ଏହା ସହ ଆମେରିକାର ବିଦେଶ ମନ୍ତ୍ରୀ ପମ୍ପିଓ ଓ ପ୍ରତିରକ୍ଷାମନ୍ତ୍ରୀଙ୍କ ସହ ମଧ୍ୟ ଆଲୋଚନା ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking