26.1 C
Bhubaneswar
Wednesday, April 15, 2026
Homeଦେଶ ବିଦେଶ୨୦୪୭ ସୁଦ୍ଧା ଭାରତ ବିକଶିତ ଦେଶରେ ପରିଣତ ହେବ : ପ୍ରଧାନମନ୍ତ୍ରୀ

୨୦୪୭ ସୁଦ୍ଧା ଭାରତ ବିକଶିତ ଦେଶରେ ପରିଣତ ହେବ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶ ଆଜି ୭୮ ତମ ସ୍ୱାଧୀନତା ଦିବସ ପାଳନ କରୁଛି । ଏହି ଅବସରରେ ଲାଲ୍‌କିଲ୍ଲାରେ ପ୍ରଧାନମନ୍ତ୍ରୀ ମୋଦୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି । ଦେଶବାସୀଙ୍କୁ ଉଦ୍‌ବୋଧନ ଦେବା ଅବସରରେ ୨୦୪୭ ସୁଦ୍ଧା ଭାରତ ବିକଶିତ ଦେଶରେ ପରିଣତ ହେବ ବୋଲି ସେ ପ୍ରକାଶ କରିଛନ୍ତି । ସ୍ବାଧୀନତା ସଂଗ୍ରାମୀମାନେ ଅନେକ ବଳିଦାନ ଦେଇ ଦେଶକୁ ସ୍ୱାଧୀନ କରିଛନ୍ତି । ଏବେ ୧୪୦ କୋଟି ଜନତା ଦେଶକୁ ବିକଶିତ କରିପାରିବେ ବୋଲି ସେ କହିଛନ୍ତି । ଦେଶବାସୀ ଉନ୍ନତି ଏବଂ ପ୍ରଗତିର ସଙ୍କଳ୍ପ ନେଇ ଆଗକୁ ବଢିପାରିବେ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking