36.1 C
Bhubaneswar
Sunday, May 19, 2024
Homeଖେଳଟସ ଜିତି ବୋଲିଂ କରିବ ଭାରତ

ଟସ ଜିତି ବୋଲିଂ କରିବ ଭାରତ

ନୂଆଦିଲ୍ଲୀ: ଆଜିଠାରୁ ଆରମ୍ଭ ହେଉଛି ବିଶ୍ବ ଟେଷ୍ଟ୍‌ ଚମ୍ପିଆନ୍‌ସିପ୍‌ । ଟସ୍ ଜିତି ଇଣ୍ଡିଆର ବୋଲିଂ ନିଷ୍ପତ୍ତି । ପ୍ରଥମେ ବ୍ୟାଟିଂ କରିବ ଅଷ୍ଟ୍ରେଲିଆ ଟିମ୍ ।ପ୍ରଥମେ ଟସ୍‌ ଜିତି ଅଷ୍ଟ୍ରେଲିଆକୁ ବ୍ୟାଟିଂ ପାଇଁ ଆମନ୍ତ୍ରଣ କରିଛନ୍ତି ଟିମ୍‌ ଇଣ୍ଡିଆର ଅଧିନାୟକ ରୋହିତ ଶର୍ମା । ତେବେ ପ୍ରଥମ ବିଶ୍ବ ଟେଷ୍ଟ ଚମ୍ପିଆନ୍‌ସିପ୍‌ ଟ୍ରଫି ହାସଲ ଲକ୍ଷ୍ୟରେ ମୈଦାନକୁ ଓହ୍ଲାଇଛନ୍ତି ଉଭୟ ଭାରତ ଓ ଅଷ୍ଟ୍ରେଲିଆ ଟିମ୍‌ ।

କେନାଲରେ ବୁଡିଯାଇଥିଲେ ବୃଦ୍ଧ, ୧୫ ଘଣ୍ଟା ପରେ ମିଳିଲା ମୃତଦେହ

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking