25.1 C
Bhubaneswar
Saturday, March 21, 2026
Homeଦେଶ ବିଦେଶଅଗଷ୍ଟ ୭ରେ ଦେଶ ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବ : ମୋଦି

ଅଗଷ୍ଟ ୭ରେ ଦେଶ ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବ : ମୋଦି

ନୂଆଦିଲ୍ଲୀ : ରବିବାର ଆରମ୍ଭ ହୋଇଛି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ୍‌’ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ସମ୍ବଲପୁର ଶାଢ଼ି କଥା କହିଛନ୍ତି। ସେ କହିଛନ୍ତି, ଦେଶରେ ହସ୍ତକାରିଗରି ଶାଢ଼ିର ଚାହିଦା ବୃଦ୍ଧି ପାଇଛି । ଲୋକଙ୍କ ମଧ୍ୟରେ ହସ୍ତକାରିଗରି ଏକ ସ୍ବତନ୍ତ୍ର ସ୍ଥାନ ବନାଇପାରିଛି ସମ୍ବଲପୁରୀ ଶାଢ଼ି। ଅଗଷ୍ଟ ୭ରେ ଦେଶ ଜାତୀୟ ହସ୍ତତନ୍ତ ଦିବସ ପାଳନ କରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କି ବାତ୍‌’ କାର୍ଯ୍ୟକ୍ରମରେ କହିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking