ଇରାନରେ ଥିବା ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍ପ-ଲାଇନ ନମ୍ବର

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ସୃଷ୍ଟି ହୋଇଥିବା ଯୁଦ୍ଧ ସ୍ଥିତ ମଧ୍ୟରେ ସେଠାରେ ଥିବା ପ୍ରବାସୀ ଭାରତୀୟଙ୍କ ସୁରକ୍ଷା ନେଇ ମଧ୍ୟ ଚିନ୍ତା ବଢିଛି। ଇରାନ-ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଯୁଦ୍ଧ ସ୍ଥିତିର ଘଟଣାକ୍ରମ ଉପରେ ଭାରତୀୟ ବିଦେଶ ମନ୍ତ୍ରାଳୟ ତୀକ୍ଷ୍ଣ ନଜର ରଖିଛି। ଆଜି ଇରାନ ରାଜଧାନୀ ତେହେରାନରେ ଥିବା ଭାରତୀୟ ଦୂତାବାସ ସେଠାରେ ଥିବା ଭାରତୀୟ ନାଗରିକଙ୍କ ପାଇଁ ହେଲ୍ପ-ଲାଇନ ନମ୍ବର ଜାରି କରିଛି । ସୁରକ୍ଷିତ ସ୍ଥାନରେ ରହିବା ସହ ଅନାବଶ୍ୟକ ଭାବେ କୌଣସି ସ୍ଥାନକୁ … Continue reading ଇରାନରେ ଥିବା ଭାରତୀୟଙ୍କ ପାଇଁ ଜାରି ହେଲା ହେଲ୍ପ-ଲାଇନ ନମ୍ବର