24.1 C
Bhubaneswar
Monday, April 6, 2026
Homeଖେଳବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ୍ ଭାରତର ଦମଦାର ବିଜୟ

ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ୍ ଭାରତର ଦମଦାର ବିଜୟ

ନୂଆଦିଲ୍ଲୀ : ବାଂଲାଦେଶ ବିପକ୍ଷ ଟେଷ୍ଟ ସିରିଜ୍ ଭାରତର ଦମଦାର ବିଜୟ । ଏହି ମ୍ୟାଚ୍ ସହ ସିରିଜକୁ ୨-୦ରେ କ୍ଲିନ୍ ସୁଇପ୍ କରିନେଇଛି ଟିମ୍ ଇଣ୍ଡିଆ। ବିଜୟ ପାଇଁ ୯୫ ରନ୍ ଆବଶ୍ୟକ ଥିବାବେଳେ ତିନି ୱିକେଟ ହରାଇ ଲକ୍ଷ୍ୟ ହାସଲ କରିନେଇଛି ରୋହିତ ବାହିନୀ। ଯଶସ୍ୱୀ ଜୈସ୍ୱାଲ ଅର୍ଦ୍ଧଶତକୀୟ ପାଳି ଖେଳି ଥିବାବେଳେ ବିରାଟ କୋହଲି ଅପରାଜିତ ରହି ୨୯ ରନ୍ ସଂଗ୍ରହ କରିଥିଲେ। ବାଂଲାଦେଶ ଦୁଇଟି ଇନିଂସରେ ୨୩୩ ଏବଂ ୧୪୬ ରନ୍ କରି ଥିବାବେଳେ ଭାରତ ପ୍ରଥମ ଇନିଂସରେ ୨୮୫ ଏବଂ ଦ୍ୱିତୀୟ ଇନିଂସରେ ଟାର୍ଗେଟ ପୂରା କରି ମ୍ୟାଚ୍ ସହ ସିରିଜ୍ ଜିତି ନେଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking