ବକ୍ସିଂରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ

ଭୁବନେଶ୍ୱର: ରାଜ୍ୟଗୋଷ୍ଠୀ କ୍ରୀଡାରେ ବକ୍ସିଂରେ ଭାରତ ଜିତିଲା ସ୍ୱର୍ଣ୍ଣ । ୪୮ କେଜି ବର୍ଗ ମହିଳା ବକ୍ସିଂରେ ସ୍ୱର୍ଣ୍ଣ ଜିତିଲେ ନିତୁ ଘଂଘାସ । ରାଜ୍ୟଗୋଷ୍ଠୀ କ୍ରୀଡାରେ ଭାରତର ପଦକ ସଂଖ୍ୟା ୪୨କୁ ବୃଦ୍ଧି । ଭାରତକୁ ମିଳିଲାଣି ୧୪ ସ୍ୱର୍ଣ୍ଣ, ୧୧ ରୌପ୍ୟ ଓ ୧୭ ବ୍ରୋଞ୍ଜ ପଦକ । ମହିଳା ହକିରେ ଭାରତକୁ ବ୍ରୋଞ୍ଜ