ଇଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ
କଳାହାଣ୍ଡି : କଳାହାଣ୍ଡି ଇଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ। କଲମପୁର ବ୍ଲକ ଦେପୁର ନିକଟରେ ୨୦ ଫୁଟ ଘାଇ ସୃଷ୍ଟି ହୋଇଛି। ଫଳରେ ଗାଁ ଭିତରେ କେନାଲ ପାଣି ପଶିଯାଇଛି। ଲୋକଙ୍କ ଘରେ ମଧ୍ୟ ପାଣି ପଶିଯାଇଛି। କେନାଲରେ ଘାଇ ସୃଷ୍ଟି ହେବା ଯୋଗୁ ଶହ ଶହ ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି। ଇନ୍ଦ୍ରାବତୀ ଦକ୍ଷିଣ କେନାଲ କଲମପୁର ବ୍ଲକ ଦେପୁର ଗାଁ ନିକଟରେ ଭୁଶୁଡ଼ିଲା ମୁଖ୍ୟ କେନାଲ। ୨୦ ଫୁଟର ଘାଇ ହେବା … Continue reading ଇଦ୍ରାବତୀ ଦକ୍ଷିଣ ମୁଖ୍ୟ କେନାଲରେ ଘାଇ
Copy and paste this URL into your WordPress site to embed
Copy and paste this code into your site to embed