ସିଂହଦ୍ବାର ଥାନାରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ମାମଲା, ୩ ସୁଦ୍ଧା ହାଜର ନିର୍ଦ୍ଦେଶ

ପୁରୀ: ଶ୍ରୀମନ୍ଦିର ଭିତରର ରିଲ୍ସ ଭିଡିଓ ଭାଇରାଲ ଘଟଣାରେ ଅଭିଯୁକ୍ତ ରୋହିତ ଜୈଶ୍ବାଲଙ୍କ ବିରୋଧରେ ମାମଲା ରୁଜୁ କରିଛି ସିଂହଦ୍ବାର ପୋଲିସ । ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ସିଂହଦ୍ବାରା ଥାନାରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି । ରୋହିତ ଜୈଶ୍ବାଲ ୧୯୭୩ ନାଁରେ ଥିବା ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଛି ଭିଡିଓ । ରଥଯାତ୍ରା ପରେ ଶ୍ରୀମନ୍ଦିର ଭିତରର ଏହି ଭିଡିଓ କରାଯାଇଛି। ରୋହିତ ନିଜେ ଭିଡିଓ କରି ସୋସିଆଲ ମିଡିଆରେ ଅପଲୋଡ କରିଥିବା ସୂଚନା … Continue reading ସିଂହଦ୍ବାର ଥାନାରେ ଶ୍ରୀମନ୍ଦିର ଭିତର ଭିଡିଓ ଭାଇରାଲ ମାମଲା, ୩ ସୁଦ୍ଧା ହାଜର ନିର୍ଦ୍ଦେଶ