୨୩ ଜାନୁଆରୀକୁ ଜାତୀୟ ପତାକା ଦିବସ ଭାବେ ପାଳନ କରିବାକୁ ନବୀନ ଜିନ୍ଦଲଙ୍କ ଆହ୍ବାନ

କଟକ: ଜାନୁଆରୀ ୨୩ ତାରିଖରେ ଆମେ ଜାତୀୟ ପତାକାକୁ ସମ୍ମାନର ସହ ପ୍ରଦର୍ଶନ କରିବାର ଅଧିକାର ପାଇଥିବାରୁ ଆମେ ଏହି ଦିନକୁ ଜାତୀୟ ପତାକା ଦିବସ ଭାବରେ ପାଳନ କରିବା ଉଚିତ ବୋଲି ଫ୍ଲାଗ ଫାଉଣ୍ଡେସନ ଅଫ୍ ଇଣ୍ଡିଆର ସଭାପତି ତଥା ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ଅଧ୍ୟକ୍ଷ ଶ୍ରୀ ନବୀନ ଜିନ୍ଦଲ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଏକ ସ୍ମାରକୀ ଜାତୀୟ ପତାକା ଉତ୍ତୋଳନ ଅବସରରେ ଆହ୍ବାନ ଦେଇଛନ୍ତି । ସେ କହିଥିଲେ ଯେ, “ଅଧିକାଂଶ ଦେଶରେ … Continue reading ୨୩ ଜାନୁଆରୀକୁ ଜାତୀୟ ପତାକା ଦିବସ ଭାବେ ପାଳନ କରିବାକୁ ନବୀନ ଜିନ୍ଦଲଙ୍କ ଆହ୍ବାନ