38.1 C
Bhubaneswar
Friday, April 24, 2026
Homeଓଡିଶାଜନଗଣନା କର୍ମୀଙ୍କ ସୁରକ୍ଷା ପାଇଁ ନିର୍ଦ୍ଦେଶ

ଜନଗଣନା କର୍ମୀଙ୍କ ସୁରକ୍ଷା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଜନଗଣନାରେ ନିୟୋଜିତ କର୍ମଚାରୀଙ୍କୁ ସୁରକ୍ଷା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଚିଠି ଲେଖିଛି । ଏପ୍ରିଲ ୧୬ରୁ ଆରମ୍ଭ ହୋଇଥିବା ଜନଗଣନା ମେ ୧୫ ଯାଏଁ ଚାଲିବ । ସୋନୁର ଜିଲ୍ଲାରେ ଜଣେ କର୍ମଚାରୀଙ୍କ ହୃଦଘାତରେ ମୃତ୍ୟୁ ହୋଇଥିଲା ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking