29.1 C
Bhubaneswar
Monday, May 6, 2024
Homeଓଡିଶାଅସହ୍ୟ ତାତି : ଦିନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ

ଅସହ୍ୟ ତାତି : ଦିନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ତାତିରୁ ମିଳିବନି ତ୍ରାହି । ୫ ଦିନ ଯାଏଁ ଜଳିବ ଓଡ଼ିଶା । ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ଅସହ୍ୟ ତାତି ସହ ଗରମ ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର । ବଢୁଛି ତାତି। ଉପରମୁହାଁ ହେଉଛି ପାରଦ। ବୁଧବାର ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ଛୁଇଁଲା। ୪୧.୨ ଡିଗ୍ରୀ ତାପମାତ୍ରା ସହ ବାଲେଶ୍ୱର ସବୁଠାରୁ ଉତ୍ତପ୍ତ ସହର ଭାବେ ରେକର୍ଡ କରାଯାଇଛି। ଚାନ୍ଦବାଲି ୪୦, ଝାରସୁଗୁଡା ୩୯.୨, କେନ୍ଦୁଝର ୩୭.୬ ଡିଗ୍ରୀ ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking