ଅସହ୍ୟ ତାତି : ଦିନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ

ଭୁବନେଶ୍ୱର : ରାଜ୍ୟବାସୀଙ୍କୁ ତାତିରୁ ମିଳିବନି ତ୍ରାହି । ୫ ଦିନ ଯାଏଁ ଜଳିବ ଓଡ଼ିଶା । ଅନେକ ସ୍ଥାନରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ଅସହ୍ୟ ତାତି ସହ ଗରମ ଓ ଗୁଳୁଗୁଳିରୁ ମିଳିବନି ନିସ୍ତାର । ବଢୁଛି ତାତି। ଉପରମୁହାଁ ହେଉଛି ପାରଦ। ବୁଧବାର ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ଛୁଇଁଲା। ୪୧.୨ ଡିଗ୍ରୀ ତାପମାତ୍ରା ସହ ବାଲେଶ୍ୱର ସବୁଠାରୁ ଉତ୍ତପ୍ତ … Continue reading ଅସହ୍ୟ ତାତି : ଦିନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ