27.1 C
Bhubaneswar
Monday, May 13, 2024
Homeଓଡିଶାଆଇପିଏସ ସ୍ତରରେ ଛୋଟଧରଣର ଅଦଳବଦଳ ; ବି.ରାଧିକାଙ୍କୁ ନୂଆ ଦାୟିତ୍ୱ

ଆଇପିଏସ ସ୍ତରରେ ଛୋଟଧରଣର ଅଦଳବଦଳ ; ବି.ରାଧିକାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର : ଆଇପିଏସ ସ୍ତରରେ ଛୋଟଧରଣର ଅଦଳବଦଳ । ପୋଲିସ ରିକ୍ରୁଟମେଣ୍ଟ ବୋର୍ଡର ଅଧ୍ୟକ୍ଷା ହେଲେ ବି. ରାଧିକା । ଏସଏଫଏସଏଲର ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ୱରେ ରହିବେ ରାଧିକା । ଆଶିଷ ସିଂଙ୍କୁ ଓପିଏଚଡବ୍ଲ୍ୟୁସିର ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ । ଏସ୍‌. ସାଇନିଙ୍କୁ ସିଏଡବ୍ଲ୍ୟୁ ଏବଂ ସିଡବ୍ଲ୍ୟୁ ର ଆଇଜି ଭାବେ ଅତିରିକ୍ତ ଦାୟିତ୍ୱ ।

ଓଡିଶାବାସୀଙ୍କ ନିକଟରେ ଆମ ଦଳର ବାର୍ତ୍ତା ପହଞ୍ଚାଇବା ପାଇଁ ବିଜେଡିର ଲକ୍ଷ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking