29.1 C
Bhubaneswar
Wednesday, May 22, 2024
Homeଓଡିଶାଆଜିଠୁ ବନ୍ଦ ରହିବ ଭିତରକନିକା

ଆଜିଠୁ ବନ୍ଦ ରହିବ ଭିତରକନିକା

କେନ୍ଦ୍ରାପଡା : ଆଜିଠୁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀରମାନଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଥିବାରୁ ସେମାନଙ୍କ ମିଳନପର୍ବ ଓ ଅଣ୍ଡାଦେବା ପ୍ରକ୍ରିୟାରେ ଯେପରି ବାଧା ନଉପୁଜେ ସେଥିପାଇଁ ରାଜନଗର ବନଖଣ୍ଡ ପକ୍ଷରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଏହାକୁ ବନ୍ଦ ରଖିବା ପାଇଁ ନର୍ଦ୍ଦେଶ ଦିଆଯାଇଛି । ଏହାସହିତ ଏହି ସମୟରେ ବଉଳା କୁମ୍ଭୀରମାନେ ହିଂସ୍ର ହେଉଥିବାରୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରିବାର ସମ୍ଭାବନା ରହିଥିବାରୁ ବନବିଭାଗ ଭିତରକନିକାକୁ ପର୍ଯ୍ୟଟକଙ୍କୁ ବାରଣ କରିଥାଏ ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking