28.1 C
Bhubaneswar
Friday, April 26, 2024
Homeଖେଳଟସ୍‌ ଜିତି କୋଲକାତାର ବ୍ୟାଟିଂ ନିଷ୍ପତ୍ତି

ଟସ୍‌ ଜିତି କୋଲକାତାର ବ୍ୟାଟିଂ ନିଷ୍ପତ୍ତି

ନୂଆଦିଲ୍ଲୀ: ଶେଖ ଜାଏଦ ଷ୍ଟାଡିୟମଠାରେ ଆଜି ଚଳିତ ଆଇପିଏଲର ୩୨ ତମ ମ୍ୟାଚ ମୁମ୍ବାଇ ଇଣ୍ଡିଆନ୍ସ ଓ କୋଲକାତା ନାଇଟରାଇଡର୍ସ ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ କୋଲକାତା ଦଳ ଟସ ଜିଣି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି । ଗତ କାଲି ଦିନେଶ କାର୍ତ୍ତିକ ନିଜର ବ୍ୟାଟିଂ ଉପରେ ଅଧିକ ମନୋନିବେଶ କରିବାକୁ ଅଧିନାୟକ ପଦ ଛାଡ଼ିବା ପରେ ମୋର୍ଗାନଙ୍କୁ ନୂଆ ଅଧିନାୟକ ନିଯୁକ୍ତ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking