23.1 C
Bhubaneswar
Monday, January 24, 2022
Homeବ୍ରେକୀଙ୍ଗ୯ ଓ୍ଵିକେଟ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପରାସ୍ତ

୯ ଓ୍ଵିକେଟ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପରାସ୍ତ

ଦୁବାଇ: ମୁମ୍ବାଇ ଇଣ୍ଡିଆନ୍ସ ୯ ଓ୍ଵିକେଟ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ପରାସ୍ତ କରିଛି। ଆଇପିଏଲ୍‌-୧୩ର ୫୧ ତମ ମ୍ୟାଚରେ ୯ ଓ୍ଵିକେଟ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ୍‌ରେ ମୁମ୍ବାଇ ୧୧୧ ରନ୍‌ର ବିଜୟ ଲକ୍ଷ୍ୟ ନେଇ ଦ୍ୱିତୀୟ ଇନିଂସ ଆରମ୍ଭ କରିଥିଲା। ଟିମ୍‌ ମାତ୍ର ଗୋଟିଏ ଓ୍ଵିକେଟ୍‌ ହରାଇ ଆବଶ୍ୟକ ରନ୍‌ ସଂଗ୍ରହ କରିନେଇଥିଲା। ମୁମ୍ବାଇର ଓପନର ଈଶାନ କିଷନ ଅପରାଜିତ ୭୨ ରନ୍‌ କରିଥିଲେ। ସେ ୪୭ଟି ବଲ ଖେଳି ୮ଟି ଚୌକା ଓ ୩ଟି ଛକା ମାରିଥିଲେ। କ୍ୱିଣ୍ଟନ୍‌ ଡି କକ୍‌ ୨୮ଟି ବଲ ଖେଳି ୨୬ ରନ୍‌ କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking