29.1 C
Bhubaneswar
Thursday, April 25, 2024
Homeଖେଳଟସ ଜିତି ହାଇଦ୍ରାବାଦର ବୋଲିଂ ନିଷ୍ପତ୍ତି

ଟସ ଜିତି ହାଇଦ୍ରାବାଦର ବୋଲିଂ ନିଷ୍ପତ୍ତି

ନୂଆଦିଲ୍ଲୀ : ଆଜି ଚଳିତ ଆଇପିଏଲର ଏଲିମିନେଟର ମ୍ୟାଚଟି ହାଇଦ୍ରାବାଦ ଓ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଛି । ଏହି ମ୍ୟାଚରେ ହାଇଦ୍ରାବାଦ ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି । ଏହି ଗ୍ରାଉଣ୍ଡରେ ଖେଳାଯାଇଥିବା ଗତ ୫ଟି ମ୍ୟାଚରେ ପଛରେ ବ୍ୟାଟିଂ କରିଥିବା ଦଳ ବିଜୟ ହାସଲ କରିଛି । ଏ ଦୃଷ୍ଟିରୁ ହାଇଦ୍ରାବାଦ ଆଜି ଟସ ଜିତି ସ୍ବାଭାବିକ ଭାବେ ବୋଲିଂ ନିଷ୍ପତ୍ତି ନେଇଥିବା ଅନୁମାନ କରାଯାଉଛି । ଗତ କାଲି ଅନୁଷ୍ଠିତ ଆଇପିଏଲର ପ୍ରଥମ କ୍ବାଲିଫାୟର ମ୍ୟାଚରେ ମୁମ୍ବାଇ ଦିଲ୍ଲୀକୁ ୫୭ ରନରେ ପରାସ୍ତ କରିଥିଲା । ଲିମିନେଟର ମ୍ୟାଚରେ ସନରାଇଜର୍ସ ହାଇଦରାବାଦ୍‌ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମୁହାଁମୁହିଁ ହେବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking