36.7 C
Bhubaneswar
Tuesday, April 16, 2024
Homeଖେଳଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତ୍ତି

ଟସ୍‌ ଜିତି ଚେନ୍ନାଇର ବ୍ୟାଟିଂ ନିଷ୍ପତ୍ତି

ନୂଆଦିଲ୍ଲୀ : ଚଳିତ ଆଇପିଏଲରେ ପୂର୍ବରୁ ତିନି ଥର ଆଇପିଏଲ ଚାମ୍ପିୟନ ହୋଇଥିବା ଚେନ୍ନାଇ ଦଳର ପ୍ରଦର୍ଶନ ନୈରାଶ୍ୟଜନକ ରହିଛି । ଦଳ ଏପର୍ଯ୍ୟନ୍ତ ୭ଟି ମ୍ୟାଚ ଖେଳି ୨ଟି ବିଜୟ ଓ ୫ଟି ପରାଜୟ ସହ ମାତ୍ର ୪ ପଏଣ୍ଟ ପାଇ ପଏଣ୍ଟ ଟେବୁଲର ୭ମ ସ୍ଥାନରେ ରହିଛି । ଆଜି ଦୁବାଇ ଇଣ୍ଟରନ୍ୟାସନାଲ କ୍ରିକେଟ୍‌ ଷ୍ଟାଡିୟମଠାରେ ଚଳିତ ଆଇପିଏଲର ୨୯ତମ ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ ଓ ଚେନ୍ନାଇ ସୁପରକିଙ୍ଗସ ମଧ୍ୟରେ ଖେଳାଯାଉଛି । ଚେନ୍ନାଇ ଦଳର ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ ଜିଣି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking