35.1 C
Bhubaneswar
Saturday, May 4, 2024
Homeବ୍ରେକୀଙ୍ଗଆଇପିଏଲ୍‌-୧୩ : ଦିଲ୍ଲୀ କ୍ୟାପିଟାଲସକୁ ୧୫ ରନ୍‌ରେ ପରାସ୍ତ କଲା ସନ୍‌ରାଇଜର୍ସ ହାଇଦ୍ରାବାଦ

ଆଇପିଏଲ୍‌-୧୩ : ଦିଲ୍ଲୀ କ୍ୟାପିଟାଲସକୁ ୧୫ ରନ୍‌ରେ ପରାସ୍ତ କଲା ସନ୍‌ରାଇଜର୍ସ ହାଇଦ୍ରାବାଦ

ଆବୁଧାବି: ଆବୁଧାବିର ଶେଖ ଜାୟେଦ ଷ୍ଟାଡିୟମଠାରେ ଖେଳାଯାଉଥିବା ଆଇପିଏଲ ଲିଗ୍‌ର ୧୧ ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲସକୁ ୧୫ ରନ୍‌ରେ ପରାସ୍ତ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ । ଆଜିର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ସନରାଇଜର୍ସ ହାଇଦରାବାଦ ପ୍ରଥମେ ବ୍ୟାଟିଂ କରି ୧୬୨ ରନ ସଂଗ୍ରହ କରିଥିଲା। ଜୋନି ବେୟାରଷ୍ଟୋଙ୍କ ୫୩, ଡେଭିଡ ଓ୍ଵାର୍ଣ୍ଣରଙ୍କ ୪୫ ଓ କେନ ଓ୍ଵିଲିୟମସନଙ୍କ ଦ୍ରୁତ ୪୧ ରନ ବଳରେ ନିର୍ଦ୍ଧାରିତ ଓଭରରେ ୪ ଓ୍ଵିକେଟ୍ ହରାଇ ହାଇଦରାବାଦ ୧୬୨ ରନ କରିଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking