ଭୁବନେଶ୍ୱର: ଭୁବନେଶ୍ୱରରେ ହେବ ଇଣ୍ଡିଆନ ରୋଡ କଂଗ୍ରେସର ୮୪ତମ ଅଧିବେଶନ । ଏହି ଅଧିବେଶନରେ ଯୋଗ ଦେବେ କେନ୍ଦ୍ର ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରୀ । ନଭେମ୍ବର ୭ରୁ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ଅଧିବେଶନ । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।