ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକ ଏସିଡ ଟାବଲେଟ୍

ଭୁବନେଶ୍ୱର: ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକ ଏସିଡ ଟାବଲେଟ୍ । ୧୯ ଏପ୍ରିଲରୁ ୧୬ଜୁନ ଯାଏ ଘରକୁ ଘର ଯାଇ ଟ୍ୟାବଲେଟ ବଣ୍ଟାଯିବ । ଶିକ୍ଷକମାନଙ୍କୁ ଟାବଲେଟ ବାଣ୍ଟିବାକୁ ଚିଠି ଜରିଆରେ ନିର୍ଦ୍ଦେଶ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଅମ୍ଳାନ କାର୍ଯ୍ୟକ୍ରମ ଜରିଆରେ ଆନେମିଆ ମୁକ୍ତ ଓଡ଼ିଶା ଲକ୍ଷ୍ୟ ରଖାଯାଇଛି । ଛାତ୍ରଛାତ୍ରୀଙ୍କ ପିଛା ୮ଟି IFA ଟାବଲେଟ ଦିଆଯିବ। ପିଙ୍କ ଟାବଲେଟ ପ୍ରଥମରୁ ପଞ୍ଚମ ଓ ବ୍ଲୁ ଟ୍ୟାବଲେଟ ଷଷ୍ଠରୁ … Continue reading ଖରାଛୁଟିରେ ଛାତ୍ରଛାତ୍ରୀଙ୍କୁ ମିଳିବ ଆଇରନ ଓ ଫଲିକ ଏସିଡ ଟାବଲେଟ୍