17.1 C
Bhubaneswar
Sunday, February 8, 2026
Homeଓଡିଶାମାଟ୍ରିକ ପରୀକ୍ଷାରେ ଅନିୟମିତତା: ସସପେଣ୍ଡ ହେଲେ ୬ ଶିକ୍ଷକ

ମାଟ୍ରିକ ପରୀକ୍ଷାରେ ଅନିୟମିତତା: ସସପେଣ୍ଡ ହେଲେ ୬ ଶିକ୍ଷକ

ବଲାଙ୍ଗୀର: ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିର୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ମୁରିବାହାଲ ବ୍ଲକ ହଦଳୀ ହାଇସ୍କୁଲ ପ୍ରଧାନଶିକ୍ଷକ ତଥା ପରୀକ୍ଷାକେନ୍ଦ୍ର ଅଧୀକ୍ଷକ ଉମେଶ ବିଶ୍ଵାଳ ଓ ସହକାରୀ ଶିକ୍ଷୟିତ୍ରୀ ବୈଜୟନ୍ତୀ ସୁବୁଦ୍ଧିଙ୍କୁ ନିଲମ୍ବିତ କରିଛନ୍ତି। ପରୀକ୍ଷାରେ ନିୟୋଜିତ ୪ ପ୍ରାଥମିକ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିବାକୁ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନିର୍ଦେଶ ଦେଇଥିବା ମଧ୍ୟ ଜଣାପଡ଼ିଛି । ପରୀକ୍ଷାରେ ନିୟୋଜିତ ୪ ପ୍ରାଥମିକ ଶିକ୍ଷୟିତ୍ରୀଙ୍କୁ ନିଲମ୍ବିତ କରିବାକୁ ମୁରିବାହାଲ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ନିର୍ଦେଶ ଦେଇଥିବା ମଧ୍ୟ ଜଣାପଡ଼ିଛି ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking