26.1 C
Bhubaneswar
Thursday, April 30, 2026
Homeଓଡିଶାଖାଡା ଉପାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ

ଖାଡା ଉପାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ

ଭୁବନେଶ୍ୱର : ଖାଡା ଉପାସରେ ମହାପ୍ରଭୁ ଶ୍ରୀଲିଙ୍ଗରାଜ। ଗତକାଲି ସନ୍ଧ୍ୟା ଧୂପ ପରଠାରୁ ଉପାସରେ ଅଛନ୍ତି ଲିଙ୍ଗରାଜ ବଡୁ ଓ ପୂଜାପଣ୍ଡା ନିଯୋଗର ସେବା ବିବାଦକୁ ନେଇ ନୀତି ସମ୍ପୂର୍ଣ୍ଣ ବିଭ୍ରାଟ ହୋଇଛି।

ଗତ ୫ ବର୍ଷ ହେବ ଏପରି ଅଚଳାବସ୍ଥା ଲାଗି ରହିଛି। ପ୍ରତିବର୍ଷ ଶିବ ପବିତ୍ରାରୋପଣର ଦିନକ ପୂର୍ବରୁ ନୀତି ବନ୍ଦ ହୋଇଯାଉଛି। ଏଥିରେ ରୋକ୍ ଲଗାଇବା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ଚେଷ୍ଟା କରାଯାଇଥିଲା। ମନ୍ଦିର କାର୍ୟ୍ୟାଳୟ ପକ୍ଷରୁ ସହକାରୀ ଦେବୋତ୍ତର କମିଶନରଙ୍କଠାରେ ଏକ ଅନ୍ତରୀଣ ଆବେଦନ କରାଯାଇଥିଲା। ହେଲେ ଏବେ ହଠାତ୍ ଏପରି ଅଚଳାବସ୍ଥା ଦେଖିବାକୁ ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking