34.5 C
Bhubaneswar
Tuesday, April 7, 2026
Homeଓଡିଶାନବ ମନୋନୀତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ନବ ମନୋନୀତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

ଭୁବନେଶ୍ୱର : ଆଜି ଭୁବନେଶ୍ୱର ଲୋକସେବା ଭବନରେ ଆୟୋଜିତ ହେବାକୁ ଥିବା ଏକ ସ୍ୱତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି। ପ୍ରଶାସନକୁ ଆହୁରି କ୍ରିୟାଶୀଳ କରି ଲୋକଙ୍କୁ ଗୁଣାତ୍ମକ ସେବା ପ୍ରଦାନ ଲକ୍ଷ୍ୟରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ବିଭାଗର ୨୮୪ ଜଣ ନବ ମନୋନୀତ କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି। ନିଯୁକ୍ତି ପତ୍ର ପାଇବାକୁ ଥିବା ପ୍ରାର୍ଥୀ, ଶକ୍ତିବିଭାଗ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ଓଡ଼ିଶା ଖଣି ନିଗମ ପାଇଁ ମନୋନୀତ ହୋଇଛନ୍ତି। ନିକଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୯ହଜାର ୯ଜଣ କନିଷ୍ଠ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିଥିଲେ। ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ପ୍ରଥମଥର ପାଇଁ ଏତେ ସଂଖ୍ୟକ ନିଯୁକ୍ତି ପତ୍ର ଏକକାଳୀନ ପ୍ରଦାନ କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking