ବିଧାନସଭାରେ ଉଠିଲା ଏସିଏଫ ସୌମ୍ୟରଂଜନ ମୃତ୍ୟୁ ପ୍ରସଙ୍ଗ

ଭୁବନେଶ୍ୱର : ବିଧାନସଭା ମୌସୁମୀ ଅଧିବେଶନର ଆଜି ଷଷ୍ଠ କାର୍ଯ୍ୟ ଦିବସ । ମଙ୍ଗଳବାର ଶୂନ୍ୟକାଳରେ ଉଠିଲା ଏସିଏଫ ସୌମ୍ୟରଂଜନ ମୃତ୍ୟୁ ପ୍ରସଙ୍ଗ। ପାରଳାଖେମୁଣ୍ଡି ବିଧାୟକ କେ ନାରାୟଣ ରାଓ ପ୍ରସଙ୍ଗ ଉଠାଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରି କହିଛନ୍ତି ଯେ, ଗଜପତି ଜିଲା ଏକ ଶାନ୍ତିପ୍ରିୟ ଜିଲା । ମାତ୍ର ଜିଲା ଏବେ ଉଠୁଛି ପଡୁଛି । ଏସିଏଫଙ୍କ ମୃତ୍ୟୁ ପରେ ଡିଏଫଓ, ଏସିଏଫଙ୍କ ପତ୍ନୀ ଓ ତାଙ୍କ ରୋଷେୟା ନାଁରେ ଏତଲା ହୋଇଥିଲା । … Continue reading ବିଧାନସଭାରେ ଉଠିଲା ଏସିଏଫ ସୌମ୍ୟରଂଜନ ମୃତ୍ୟୁ ପ୍ରସଙ୍ଗ