29.1 C
Bhubaneswar
Monday, July 8, 2024
Homeଓଡିଶାବବି ଦାସଙ୍କ ନାଁରେ ଏତଲା

ବବି ଦାସଙ୍କ ନାଁରେ ଏତଲା

ଭୁବନେଶ୍ୱର : ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ଲିଖିତ ଅଭିଯୋଗ ହୋଇଛି । କ୍ୟାପିଟାଲ ଥାନାରେ ଅଭିଯୋଗ କଲେ ଆଇନଜୀବୀ ସତ୍ୟ ଶିବସୁନ୍ଦର ମହାନ୍ତି । ସରକାରୀ ବାସଭବନରେ ଅନୁମତି ନନେଇ ନିର୍ମାଣ କରିଥିବା ଅଭିଯୋଗ । ସ୍ୱତନ୍ତ୍ର କମିଟି ଗଢି ଏହାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ଅଭିଯୋଗପତ୍ରରେ ଦାବି । ସତ୍ୟ ଶିବସୁନ୍ଦରଙ୍କ ଅଭିଯୋଗ ନେଇ ପ୍ରଣବ ପ୍ରକାଶଙ୍କ ପ୍ରତିକ୍ରିୟା ମିଳିନି ।

ଲୋକଙ୍କୁ ଭୁଆଁ ବୁଲାଉଛି ବିଜେପି : ପ୍ରମିଳା ମଲ୍ଲିକ

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking