ଆହୁରି ୫ ଡିଗ୍ରୀ ଖସିବ ପାରଦ

ଭୁବନେଶ୍ୱର : ଆଗକୁ ବଢିପାରେ ଶୀତ । ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ଯେ, ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ରାତି ତାପମାତ୍ରା ଖସିପାରେ । ତେବେ ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ, ମେଘୁଆ ଆକାଶ ଯୋଗୁ ରାତି ତାପମାତ୍ରା ସ୍ୱାଭାବିକ ତୁଳନାରେ ୨ରୁ ୩ ଡିଗ୍ରୀ ଅଧିକ ରହିବ । ଏହାସହ ଦିନର ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢିପାରେ ।ସୂଚନା ଅନୁଯାୟୀ, ଝାରସୁଗୁଡ଼ା ଓ କେନ୍ଦୁଝର ସହରର ଦିନର ତାପମାତ୍ରା … Continue reading ଆହୁରି ୫ ଡିଗ୍ରୀ ଖସିବ ପାରଦ