29.1 C
Bhubaneswar
Tuesday, May 7, 2024
Homeଦେଶ ବିଦେଶଦିଲ୍ଲୀ ଓ ମୁମ୍ବାଇରେ ପ୍ରବଳରୁ ଅତି ପ୍ରବଳ ବର୍ଷା !

ଦିଲ୍ଲୀ ଓ ମୁମ୍ବାଇରେ ପ୍ରବଳରୁ ଅତି ପ୍ରବଳ ବର୍ଷା !

ନୂଆଦିଲ୍ଲୀ : ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ଆଜି ଦିଲ୍ଲୀ ଓ ମୁମ୍ବାଇରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ସେହିପରି ପାଣିପାଗ ବିଭାକ ହିମାଚଳ ପ୍ରଦେଶକୁ ଆଗାମୀ ୨ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବିହାର ରାଜଧାନୀ ପାଟଣାରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ସେହିପରି ଲଖନନ, ଭୋପାଳରେ ମଧ୍ୟ ବର୍ଷା ହେବ। ମଧ୍ୟପ୍ରଦେଶର ମୁରେନା ଓ ବୈତୁଲରେ ମଙ୍ଗଳବାର ବଜ୍ରପାତ ସହିତ ବର୍ଷା ହେବାରୁ ୫ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ୨ ଦିନ ପାଇଁ ହିମାଚଳ ପ୍ରଦେଶରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରାଜ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ। କିଛି ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହେବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking