28.1 C
Bhubaneswar
Monday, May 5, 2025
Homeଓଡିଶାଟ୍ୱିନ ସିଟିରେ ହେବ ଆଇଟି ପାର୍କ- ମନ୍ତ୍ରୀ

ଟ୍ୱିନ ସିଟିରେ ହେବ ଆଇଟି ପାର୍କ- ମନ୍ତ୍ରୀ

ଭୁବନେଶ୍ୱର: ଟ୍ୱିନ ସିଟିରେ ହେବ ଆଇଟି ପାର୍କ ଏନେଇ ସୂଚନା ଦେଲେ ପୂର୍ତ୍ତ ମନ୍ତ୍ର ପୃଥ୍ୱୀରାଜ  ହରିଚନ୍ଦନ । ୧୦୦୦ ହେକ୍ଟର ଜମିରେ ତିଆରି ହେବ ନୂଆ ଆଇଟି ପାର୍କ । ଆଇଟି ଶିଳ୍ପ ପାଇଁ  ତିଆରି ହେବ ପ୍ଲଗ ଆଣ୍ଡ ପ୍ଲେ ସୁବିଧା ଥିବା  ବିଲ୍ଟ ଅପ ଏରିଆ । ଭୁବନେଶ୍ୱରରେ ୧୦ ନିୟୁତ ବର୍ଗ ମିଟରର ହେବ ବିଲ୍ଟ ଅପ ଏରିଆ । ୫ ବର୍ଷରେ ସଡକ ନିର୍ମାଣରେ ଖର୍ଚ୍ଚ ହେବ ୨ ଲକ୍ଷ ୩୦ ହଜାର କୋଟି । ରାଜ୍ୟର ୫ ବଡ ସହର ସମେତ ୧୧ଟି ସହରରେ ତିଆରି ହେବ ରିଙ୍ଗ ରୋଡ । ବ୍ରହ୍ମପୁରରୁ ଜୟପୁର ମଧ୍ୟରେ ନିର୍ମାଣ ହେବ ଗ୍ରୀନ ଫିଲ୍ଡ କରିଡର । ୫ ବର୍ଷରେ  ରାଜ୍ୟରେ ୧୫ ଲକ୍ଷ ହେକ୍ଟର ଜମିକୁ ଜଳସେଚନ ସୁବିଧା ମିଳିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking