30.1 C
Bhubaneswar
Saturday, July 6, 2024
Homeଓଡିଶା୫ ଦିନ ପ୍ରବଳ ବର୍ଷିବ

୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆଗାମୀ ୫ଦିନ ଧରି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷିବ । କାଲି ପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ୟେଲୋ ୱାଣ୍ଡିଂ ଦିଆଯାଇଛି । ୬ ଓ ୭ ତାରିଖ ବେଳକୁ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ମଧ୍ୟପ୍ରଦେଶ ଓ ଛତିଶଗଡ଼ ଉପରେ ଏକ ଗୁରୁଚାAପ ବଳୟ ସକ୍ରିୟ ରହିଥିବା ବେଳେ ଉତ୍ତର ବାଂଲାଦେଶ ଏବଂ ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଓଡିଶାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବା ରାଜ୍ୟରେ ଜୁନ ୧ରୁ ଏପର୍ଯ୍ୟନ୍ତ ୨୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହେଇଛି । ୧୨ ଜିଲ୍ଲାରେ ସ୍ଵାଭାବିକ, ୧୬ ଜିଲ୍ଲାରେ ନିଅଣ୍ଟିଆ, ଗୋଟିଏ ଲେଖାଏଁ ଜିଲ୍ଲାରେ ଅକ ଓ କମ ବର୍ଷା ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking