32.1 C
Bhubaneswar
Thursday, March 28, 2024
Homeଓଡିଶା୧୩ ଜିଲ୍ଲାରେ ପ୍ରବଳ ବର୍ଷିବ !

୧୩ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର : ପଶ୍ଚିମ ମିଆଁମାର ଓ ତାର ପାଶ୍ୱର୍ବର୍ତ୍ତୀ ଅଂଚଳରେ ଘୁର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ୨୪ ଘଣ୍ଟାରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା । ପରବର୍ତ୍ତୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆଗାମୀ ୨୪ ଘଣ୍ଟାରେ ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ୧୩ ଓ ୧୪ ତାରିଖରେ ୩୦ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ୧୫ରୁ ବର୍ଷାର ପରିମାଣ କମିବ , ୧୫ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ।

ପୁଣି ଲଘୁଚାପ ବର୍ଷାରେ ଭିଜିବ ଓଡିଶା

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking