ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ !

ଭୁବନେଶ୍ୱର: ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ଓଡିଶା ଉପକୂଳସ୍ଥ ସମୁଦ୍ର ମଧ୍ୟରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା-ଦକ୍ଷିଣ ଝାଡ଼ଖଣ୍ଡ ମଧ୍ୟ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ତେବେ ଆସନ୍ତା ୨୧ ତାରିଖ ଯାଏଁ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ … Continue reading ଆଜି ୧୫ ଜିଲ୍ଲାରେ ପ୍ରବଳ ବର୍ଷିବ !