୩ ଜିଲ୍ଲାରେ ଅତିପ୍ରବଳ ବର୍ଷିବ!

ଭୁବନେଶ୍ୱର : ଆସନ୍ତାକାଲି ସୁଦ୍ଧା ଅବପାତରେ ପରିଣତି ହେବ ଲଘୁଚାପ କ୍ଷେତ୍ର । ୧୬ ବେଳକୁ ଏଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ । ପ୍ରଭାବରେ ୧୮ ତାରିଖ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ । ୧୫ ତାରିଖରେ ଦକ୍ଷିଣ ଓଡିଶାରେ ହାଲୁକା ବର୍ଷା ସମ୍ଭାବନା । ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡାରେ ବର୍ଷା ସମ୍ଭାବନା । ୧୬ ତାରିଖରେ ୩ … Continue reading ୩ ଜିଲ୍ଲାରେ ଅତିପ୍ରବଳ ବର୍ଷିବ!