ଆଜି ପ୍ରବଳ ବର୍ଷିବ

ଭୁବନେଶ୍ୱର : ଆଜି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏଥିପାଇଁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏହାସହିତ ଅନ୍ୟ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି। ସେହିପରି ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ବିଜୁଳି , ଘଡଘଡି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟରେ କିଛି ଦିନ ହେବ ପ୍ରବଳ … Continue reading ଆଜି ପ୍ରବଳ ବର୍ଷିବ