32.1 C
Bhubaneswar
Sunday, June 22, 2025
Homeଓଡିଶା୮ ଜିଲ୍ଲାରେ ଛେଚିବ ବର୍ଷା !

୮ ଜିଲ୍ଲାରେ ଛେଚିବ ବର୍ଷା !

ଭୁବନେଶ୍ୱର: ୩ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡଘଡି ସହ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । ଢେଙ୍କାନାଳ, କଟକ, ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱରକୁ ୟେଲୋ ୱାଣ୍ଣିଂ ଜାରି କରାଯାଇଛି । କେନ୍ଦୁଝର, ଯାଜପୁର, ମୟୁରଭଞ୍ଜ ଜିଲ୍ଲାକୁ ମଧ୍ୟ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଥବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଥିବା ଖବର ସାମ୍ନାକୁ ଆସିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking