33.1 C
Bhubaneswar
Friday, July 11, 2025
Homeବ୍ରେକୀଙ୍ଗ୨୫ରୁ ପୁଣି ବଢିବ ବର୍ଷା

୨୫ରୁ ପୁଣି ବଢିବ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୫ରୁ ୨୮ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବଢିବ ବର୍ଷାର ପରିମାଣ । ୨୫ରେ ୫ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୫ ତାରିଖରେ ୧୫ ଜିଲ୍ଲାକୁ ଝଡତୋଫାନ ଏବଂ ବଜ୍ରପାତ ନେଇ ୟେଲୋ ଓାର୍ଣ୍ଣିଂ ଜାରି କରାଯାଇଛି । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁରକୁ ଆଲର୍ଟ କରାଯାଇଛି । ଅନୁଗୁଳ, କେନ୍ଦୁଝର, ମୟୁରଭଂଜ, କଟକ, ଢେଙ୍କାନାଳ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ଖୋର୍ଦ୍ଧା, ନୟାଗଡ, ଗଂଜାମ ଓ ପୁରୀ ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking