33.1 C
Bhubaneswar
Saturday, April 27, 2024
Homeବ୍ରେକୀଙ୍ଗଆସନ୍ତା ୧୭ ଯାଏଁ ବର୍ଷା

ଆସନ୍ତା ୧୭ ଯାଏଁ ବର୍ଷା

ଭୁବନେଶ୍ୱର: ମୌସୁମୀ ପ୍ରଭାବରେ ଆସନ୍ତା ୧୭ ଯାଏଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ୫ ଜିଲ୍ଲାକୁ ୟେଲୋ ଓାଣ୍ଣିଂ ଜାରି କିରଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଂଗପୁରକୁ ୟେଲୋ ଓାଣ୍ଣିଂ ଜାରି କରାଯାଇଛି । ସେହିଭଳି କଳାହାଣ୍ଡି, କନ୍ଧମାଳ, ଗଂଜାମ, ପୁରୀ, ନୟାଗଡ, ବୌଦ୍ଧକୁ ବଜ୍ରପାତ ଆଲର୍ଟ କରିଛି ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆସନ୍ତା କାଲି ପାଇଁ ମାଲକାନଗିରି, କୋରାପୁଟ, ନବରଂଗପୁରକୁ ଅରେଂଜ ଓାଣ୍ଣିଂ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking