26.1 C
Bhubaneswar
Wednesday, May 8, 2024
Homeଓଡିଶାଆସନ୍ତାକାଲି ଜଗା ଦର୍ଶନ ବନ୍ଦ

ଆସନ୍ତାକାଲି ଜଗା ଦର୍ଶନ ବନ୍ଦ

ପୁରୀ: ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ. ୬.୦୦ ଟିକା ରୁ ରାତ୍ର ଘ. ୧୦.୦୦ ଟିକା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏହି ନୀତି ହେଉଛି ମହାପ୍ରଭୁଙ୍କ ଶ୍ରୀମୁଖ ସିଂହାର (ବନକ ଲାଗି) ସେବା।  ଏହାଏକ ଗୁପ୍ତ ନୀତି ହୋଇଥିବାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରଖାଯାଏ। ମାତ୍ର ସେହି ସମୟରେ ଶ୍ରଦ୍ଧାଳୁ ମନ୍ଦିର ଭିତର ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରି ପାରିବେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking